Flag of Indiaसत्यमेव जयते AADTAK
RESPONSE INDIA ODISHA

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ ଅନେକ ରୋଡ଼ ଗର୍ତ୍ତ ହୋଇଯାଇଛି। କିଛି ଜାଗାରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ

ଧରିତ୍ରୀ Sun, 01 Nov 2026 11:01 DEVELOPING
Read the original at ଧରିତ୍ରୀ ↗