GOOD
INDIA
ODISHA
ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ନମନ ଧୀର ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରିଛନ୍ତି। ଚାପପୂର୍ଣ୍ଣ ସମୟର
ଧରିତ୍ରୀ पर मूल खबर पढ़ें ↗