Flag of Indiaसत्यमेव जयते AADTAK
GOOD INDIA ODISHA

ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ହେବ ଧାଡ଼ି ଦର୍ଶନ, ୮ ରାମ୍ପରେ ଦର୍ଶନ କରିବେ ଶ୍ରଦ୍ଧାଳୁ

ଭୁବନେଶ୍ୱର/ପୁରୀ,୬।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ନୂଆବର୍ଷ ପୂର୍ବରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି। କାର୍ତ୍ତିକ ବ୍ରତ ପରେ ନୂଆବର୍ଷ ପୂର୍ବରୁ ଏହି ଧାଡ଼ି ଦର୍ଶନ ବ୍ୟବସ୍

ଧରିତ୍ରୀ Fri, 06 Nov 2026 10:05
Read the original at ଧରିତ୍ରୀ ↗