STATE ACTION
INDIA
ODISHA
ସୋଲାର ପ୍ୟାନେଲ୍ ଲଗାଇବା ବାହାନାରେ ଘରେ ପଶି ଲୁଟ୍, ୪ ଅଭିଯୁକ୍ତ ଗିରଫ
ବଲାଙ୍ଗୀର, ୬।୧୧ (ସୁନିଲ କୁମାର ମହାନ୍ତି): ସୋଲାର ପ୍ୟାନେଲ୍ ଲଗାଇବା ବାହାନାରେ ଘରେ ପଶି ଦୁଇ ମହିଳାଙ୍କୁ ଲାଟ୍ରିନ୍ ଓ ବାଥରୁମ୍ରେ ବନ୍ଦ କରି ଲୁଟ୍ କରିଥିବା ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ସଦର ଥାନା ପୋଲିସ ଗିରଫ କରିଛି। ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା (ସୀତାରାମ ନଗର)ରେ
ଧରିତ୍ରୀ पर मूल खबर पढ़ें ↗