Flag of Indiaसत्यमेव जयते AADTAK
GOOD INDIA ODISHA

ବିବାହ ପ୍ରତିଶ୍ରୁତି ଦେଇ ଦିବ୍ୟାଙ୍ଗ ଯୁବତୀଙ୍କୁ ପ୍ରତାରଣା କଲେ ସନାତନ: ବାନ୍ଧିଲା ପୋଲିସ

ଦେବଗଡ଼, ୫।୧୧(ଶଶାଙ୍କ ଶେଖର ଝାଙ୍କର):ଫେସବୁକ୍‌ ବନ୍ଧୁତା, ପରେ ପ୍ରେମ ସମ୍ପର୍କ ଏବଂ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଶାରୀରିକ ସମ୍ପର୍କ ପାଇଁ ପ୍ରଲୋଭିତ କରିବା ଓ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି ଦେବଗଡ଼ ଥାନା ପୋଲିସ।

ଧରିତ୍ରୀ Thu, 05 Nov 2026 04:24
Read the original at ଧରିତ୍ରୀ ↗