Flag of Indiaसत्यमेव जयते AADTAK
STATE ACTION INDIA ODISHA

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛନ୍ତି ।ଅଭି

ଧରିତ୍ରୀ Sun, 25 Oct 2026 15:15 ALLEGED
Read the original at ଧରିତ୍ରୀ ↗