Flag of Indiaसत्यमेव जयते AADTAK
CRISIS INDIA ODISHA

ସନ୍ତାନ ପ୍ରସବ କଲେ ଦଶମ ଶ୍ରେଣୀ ଛାତ୍ରୀ, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ, ନବଜାତ ଶିଶୁର ମୃତ୍ୟୁ ପରେ…

ବାରିପଦା,୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଧନପୁରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରୀ ୭ ମାସର ଗର୍ଭବତୀ ଅବସ୍ଥାରେ ପୁତ୍ର ସନ୍ତାନ ପ୍ରସବ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ନବଜାତ ଶି

ଧରିତ୍ରୀ Fri, 06 Nov 2026 07:08
Read the original at ଧରିତ୍ରୀ ↗