Flag of Indiaसत्यमेव जयते AADTAK
CRISIS INDIA ODISHA

LIVE ମ୍ୟାଚ ସମୟରେ ଘଟିଲା ବଡ଼ ଦୁର୍ଘଟଣା: ଷ୍ଟ୍ରେଚର୍‌ରେ ଖେଳାଳିଙ୍କୁ ନିଆଗଲା ହସ୍ପିଟାଲ

ନୂଆଦିଲ୍ଲୀ,୬।୧୧: ବାଂଲାଦେଶ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସିଲହଟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏହା ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ବାଂଲାଦେଶୀ ବ୍ୟାଟର୍‌ ଶାଦମାନ ଇସଲାମ ଗୁରୁତର ଆହତ ହୋଇଛନ୍ତି। ତାଙ

ଧରିତ୍ରୀ Fri, 06 Nov 2026 06:42 DEVELOPING
Read the original at ଧରିତ୍ରୀ ↗