STATE ACTION
CRIME
ODISHA
Vigilance Arrest: ୮ ଲକ୍ଷ ୬୩ ହଜାର ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍ କରି ବନ୍ଧା ହେଲେ ବରିଷ୍ଠ ରାଜସ୍ୱ ସହାୟକ

୮ ଲକ୍ଷ ୬୩ ହଜାର ୨୦୦ ଟଙ୍କାର ସରକାରୀ ପାଣ୍ଠି ହଡ଼ପ ଅଭିଯୋଗରେ ଛତ୍ରପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ ତଥା ବର୍ତ୍ତମାନ ସୋରଡ଼ା ତହସିଲରେ କାର୍ଯ୍ୟରତ ସଦାଶିବ ପ୍ରଧାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଭିଜିଲାନ୍ସ। ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ
Read the original at Odisha Reporter ↗